ବେପରୁଆ ଚାଳକ ଭାରତରେ ଅନେକ ଥର କୁହାଯାଏ ଯେ, ସାଧାରଣ ମଣିଷ ଜୀବନର ମୂଲ୍ୟ କିଛି ନାହିଁ। ଆଜିକାଲି ବିଭିନ୍ନ କ୍ଷେତ୍ରରେ ତାହାର ପ୍ରମାଣ ମିଳୁଛି। ଆନ୍ଧ୍ରପ୍ରଦେଶର କୁର୍ନୁଲ ଜିଲାରେ ୨୪ ଅକ୍ଟୋବରରେ ଏକ ବସ୍ ଦୁର୍ଘଟଣାରେ ୨୦ ଜଣଙ୍କ ମୃତ୍ୟୁ ଘଟିବା ପରେ…