ଭୁବନେଶ୍ବର,୧୬।୯: ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ଏଥିସହିତ ୨ଟି ଗାଡ଼ି ମଧ୍ୟ ଜବତ କରାଯାଇଛି ।…