Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। କିନ୍ତୁ, ଯେତେବେଳେ ଚତୁର୍ଥ ଓଭରରେ ଆରନ ଜର୍ଜ…