ଦିନକରେ ଦର ଆକାଶଛୁଆଁ, ପ୍ରାୟ ୧ ଲକ୍ଷରେ ପହଞ୍ଚିଲା ସୁନା! ନୂଆଦିଲ୍ଲୀ,୧୧।୪: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ମୂଲ୍ୟ ଆକାଶଛୁଆଁ ହୋଇଛି। ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ବାଣିଜ୍ୟ ଯୁଦ୍ଧ ଯୋଗୁ ସୁନା ମୂଲ୍ୟ ବୃଦ୍ଧି ପାଉଛି। ବିଶେଷଜ୍ଞଙ୍କ ମତରେ, ଆଗାମୀ ଦିନରେ ସୁନାର ମୂଲ୍ୟ ଆହୁରି ବୃଦ୍ଧି ପାଇପାରେ।...