ନୂଆଦିଲ୍ଲୀ,୧୧।୪: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ମୂଲ୍ୟ ଆକାଶଛୁଆଁ ହୋଇଛି। ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ବାଣିଜ୍ୟ ଯୁଦ୍ଧ ଯୋଗୁ ସୁନା ମୂଲ୍ୟ ବୃଦ୍ଧି ପାଉଛି।…