ଲାଲକିଲ୍ଲା ବିସ୍ଫୋରଣ: ବାବ୍ରି ମସଜିଦ୍ ପ୍ରତିଶୋଧ ପାଇଁ ୩୨ଟି କାର୍ ଲଗାଇ ବିସ୍ଫୋରଣ ଯୋଜନା! ନୂଆଦିଲ୍ଲୀ,୧୩।୧୧: ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣ ଘଟଣାରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ଖୁଲାସା ହୋଇଛି। ତଦନ୍ତକାରୀ ସଂସ୍ଥାମାନଙ୍କ ସୂତ୍ରରୁ ଜଣାପଡ଼ିଛି ଯେ, ଆତଙ୍କବାଦୀମାନେ ବାବ୍ରି ମସଜିଦ୍ ଭାଙ୍ଗିବାର ବାର୍ଷିକୀ ଡିସେମ୍ବର ୬ ତାରିଖରେ ଦିଲ୍ଲୀ ସମେତ ୬ଟି ସ୍ଥାନରେ…