ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ… ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ, ଜୁନ ୧ରୁ ରପ୍ତାନି ଶୁଳ୍କ ହ୍ରାସ କରାଯିବ। ପେଟ୍ରୋଲ ଉପରେ ଶୁଳ୍କ ପ୍ରତି…