ପଶ୍ଚିମବଙ୍ଗ ନିର୍ବାଚନ ଫଳ ପ୍ରକାଶ ପରେ ଅନୁପ୍ରବେଶକାରୀଙ୍କ ଠିକଣା ପାଲଟୁଛି ମହାକାଳପଡ଼ା, ଜଳପଥରେ ଆସି… କେନ୍ଦ୍ରାପଡ଼ା,୭ା୫ (ଜଗନ୍ନାଥ ଧଳ): ପଶ୍ଚିମବଙ୍ଗ ନିର୍ବାଚନ ଫଳ ପ୍ରକାଶ ପାଇଛି। ସେହି ରାଜ୍ୟରେ ଭାଜପା ସରକାର ଗଠନ କରିବାକୁ ଯାଉଛି। ଏହା ପୂର୍ବରୁ ସେଠାରେ ଅନୁପ୍ରବେଶ କରିଥିବା ବାଂଲାଦେଶୀଙ୍କ ଧାଡି ଏବେ କେନ୍ଦ୍ରାପଡା ଜିଲା ଆଡକୁ ମୁହଁ।ଇଛନ୍ତି। ଏବେ ମହାକାଳପଡା ଅଞ୍ଚଳରେ…