ବିଭାଗୀୟ ଅବହେଳା: ହୋଇପାରୁନି ଶ୍ରମିକଙ୍କ ନାମ ପଞ୍ଜୀକରଣ ଦେବଗଡ଼,୯ା୫(ଶଶାଙ୍କ ଶେଖର ଝାଙ୍କର): ଶ୍ରମ ବିଭାଗର ଚରମ ଅବହେଳା, ଉଦାସୀନତା ତଥା ଅବହେଳା ପାଇଁ ଦେବଗଡ଼ ଜିଲାରେ ବହୁ ଶ୍ରମିକ ବଞ୍ଚିତ ହୋଇଥିବା ବେଳେ ଶତାଧିକ ଶ୍ରମିକଙ୍କର କାର୍ଡ ନବୀକରଣ ହୋଇପାରୁନାହିଁ। ଏପରିକି ଅନ୍ଲାଇନ୍ ଯୋଗେ ଆବେଦନ କରିଥିଲେ ହେଁ...