୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ… ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର ନେତୃବୃନ୍ଦକୁ ନେଇ ଗଠିତ କୋର୍ କମିଟି ବୈଠକ ବସିଥିଲା। ୧ ଘଣ୍ଟାରୁ ଅଧିକ…