ହୋମଗାର୍ଡ ଚାକିରି ଆଶାୟୀଙ୍କ ମୃତ୍ୟୁ: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୨୯ା୫: ହୋମଗାର୍ଡ ଚାକିରି ଆଶାୟୀ ମୃତ୍ୟୁ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଉକ୍ତ ଘଟଣାରେ ମୁଁ ଦୁଃଖ ପ୍ରକାଶ ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।…