ଧର୍ମାନ୍ତର ବିବାଦକୁ ନେଇ ହୋଇପାରୁନି ସତ୍କାର, ୨୫ ଘଣ୍ଟା ଧରି ପଡି ରହିଛି ଶବ ଜଳେଶ୍ୱର, ୯।୧(ନବୀନ ସାହୁ) : ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କାଳିକ ପଞ୍ଚାୟତ ୪ନମ୍ବର ୱାର୍ଡ ରଙ୍ଗମାଟିଆ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୁଇ ପୁଅଙ୍କ ମଧ୍ୟରେ ଧର୍ମାନ୍ତର ବିବାଦକୁ ନେଇ ବୃଦ୍ଧ ବାପାଙ୍କ...