ଯାତ୍ରାରେ ଧାର୍ମିକ ଭାବନାକୁ ଆଘାତ ଅଭିଯୋଗ: ମଞ୍ଚରେ ଦର୍ଶକଙ୍କ ଭଙ୍ଗାରୁଜା, କଳାକାରଙ୍କୁ ଆକ୍ରମଣ ସମ୍ବଲପୁର, ୧୧।୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦରଥାନା ଅନ୍ତର୍ଗତ ନକ୍ସାପାଲି ଠାରେ ଚାଲିଥିବା ଯାତ୍ରା ମଞ୍ଚକୁ ଚଢ଼ି ଦର୍ଶକଙ୍କ ଭଙ୍ଗାରୁଜା ସହ କଳାକାରଙ୍କୁ ଆକ୍ରମଣ କରାଯାଇଥିବା ଖବର ମିଳିଛି। ମଙ୍ଗଳବାର ସନ୍ଧ୍ଯାରେ ସ୍ଵର୍ଣ୍ଣ ମହଲ ଯାତ୍ରା ଦଳ ପକ୍ଷରୁ ନାଟକ...