ସ୍ବାଧୀନତା ସଂଗ୍ରାମୀଙ୍କୁ ମନେ ପକାଇ ତାଲୁକ ଆଇନ ସହାୟତା କମିଟି ପାଳିଲା… ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶୁକ୍ରବାର ସିଭିଲ କୋର୍ଟ କମ୍ପ୍ଲେକ୍ସ ପରିସରରେ ଶହୀଦ ଦିବସ ପାଳିତ ହୋଇଯାଇଛି। ସିଭିଲ ଜଜ୍ ସିନିୟର ଡିଭିଜନ କୋର୍ଟର ମୁଖ୍ୟ କିରାଣି ପ୍ରଦୀପ କୁମାର ଶତପଥୀଙ୍କ…