ଧାନ ସଂଗ୍ରହ କମିଟି ବୈଠକରେ ତାତି: ଅଧାରୁ ଉଠି ପଳାଇଲେ ବିଧାୟକ
ସମ୍ବଲପୁର,୨୨ା୧୧(ପ୍ରମୋଦ ବହିଦାର): ସମ୍ବଲପୁରରେ ରବିବାର ଜିଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ (ଡିଏଲପିସି)କୁ ବର୍ଜନ କରି ଉଠିଯାଇଛନ୍ତି ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲ ଏବଂ ଜିଲାପରିଷଦ ସଭାପତି କୁମୁଦିନି ନାଏକ। ବୈଠକରେ ଚାଷୀଙ୍କ ଅନୁପସ୍ଥିତି, ଆଲୋଚନାର ବିବରଣୀ…

