ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍ ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସୋମବାର ସକାଳୁ କମ୍ପାନୀକୁ ସିଲ୍ କରାଯାଇଛି…