ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ମହୋତ୍ସବ: ପତାକା ଉତ୍ତୋଳନ କଲେ ଉପଜିଲାପାଳ
ବାଲିଗୁଡ଼ା,୨୬।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଏବଂ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସମଗ୍ର ସହରରେ ରାମଧୁନ ପରିବେଷଣ…
ସାଧାରଣତନ୍ତ୍ର ଦିବସ ପାଳନକୁ ଅବମାନନା, ଉଡ଼ିଲା ନାହିଁ ଜାତୀୟ ପତାକା, ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି
ତୁମୁଡିବନ୍ଧ,୨୬।୧(ଦୀପକ କୁମାର ପରାସେଠ): ପଲ୍ଲୀରୁ ଦିଲ୍ଲୀ ସୋମବାର ଆନନ୍ଦ ଉଲ୍ଲାସରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ର କାର୍ଯ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସାଧାରଣତନ୍ତ୍ର ଦିବସ…
ଗଣତନ୍ତ୍ର ଦିବସରେ ସଚେତନତାର ବାର୍ତ୍ତା ବାଣ୍ଟିଲେ ବିଚାରପତି:
ପୁରୁଷୋତ୍ତମପୁର,୨୬ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପବିତ୍ର ଗଣତନ୍ତ୍ର ଦିବସ ଅବସରରେ ସିଭିଲକୋର୍ଟ ପକ୍ଷରୁ ବାଲ୍ୟ ବିବାହମୁକ୍ତ ଭାରତ ଗଠନ ଲାଗି ସଚେତନତାର ବାର୍ତ୍ତା ବଣ୍ଟାଯାଇଛି। ତାଲୁକ୍ ଆଇନସେବା କମିଟିର ଅଧ୍ୟକ୍ଷ ତଥା ସିନିୟର ସିଭିଲଜଜ୍ ଶରତକୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ…
ଗଣତନ୍ତ୍ର ଦିବସରେ ଆମିଷ ବିକ୍ରି ବନ୍ଦ ନେଇ ନିର୍ଦ୍ଦେଶନାମା ଉଠାଇଲେ ଜିଲାପାଳ
କୋରାପୁଟ,୨୫ା୧(ଅମିତାଭ ବେହେରା): ଆସନ୍ତା ଜାନୁଆରୀ ୨୬ରେ ଅନୁଷ୍ଠିତ ହେବାକୁ ଥିବା ୭୭ତମ ଗଣତନ୍ତ୍ର ଦିବସରେ କୋରାପୁଟ ଜିଲାରେ ଆମିଷ ବିକ୍ରି ଉପରେ ଜିଲା ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା କଟକଣାକୁ ରବିବାର ବାତିଲ କରାଯାଇଛି। କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ…
ଗଣତନ୍ତ୍ର ଦିବସରେ ବଡ଼ ଆତଙ୍କବାଦୀ ଆକ୍ରମଣ ଯୋଜନା! ଟାର୍ଗେଟରେ ରାଜଧାନୀ ସମେତ ରାମ ମନ୍ଦିର, ଆଲର୍ଟରେ ଏଜେନ୍ସି
ନୂଆଦିଲ୍ଲୀ,୨୨।୧: ଗଣତନ୍ତ୍ର ଦିବସ (ଜାନୁଆରୀ ୨୬) ରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହେବାର ସମ୍ଭାବନା ଥିବାରୁ ଭାରତର ବିଭିନ୍ନ ସହରରେ ସତର୍କତା ଜାରି କରାଯାଇଛି। ଗୁପ୍ତଚର ସଂସ୍ଥାଗୁଡ଼ିକୁ ଉଦ୍ଧୃତ କରି ସୂତ୍ରଗୁଡ଼ିକ କହିଛନ୍ତି ଯେ ଆତଙ୍କବାଦୀମାନେ ଦିଲ୍ଲୀ ସମେତ ଦେଶର…
ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ
ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ଦ୍ୱାରା ବିକଶିତ ଲମ୍ବା ରେଞ୍ଜ ଆଣ୍ଟି-ଶିପ୍ ହାଇପରସୋନିକ ଗ୍ଲାଇଡ ମିଶାଇଲ…
ପ୍ରଥମ ଥର ପାଇଁ କର୍ତ୍ତବ୍ୟ ପଥରେ ସେନାର ବୀରତ୍ୱ ସହ ଦୃଷ୍ଟି ଆକର୍ଷଣ କରିବ ‘ବାକ୍ଟ୍ରିଅନ୍ ଓଟ’
ନୂଆଦିଲ୍ଲୀ,୧୭।୧: ଚଳିତ ବର୍ଷ, ଗଣତନ୍ତ୍ର ଦିବସ ପରେଡ ଦେଶର ସାମରିକ ଶକ୍ତି, ଭୌଗୋଳିକ ବିବିଧତା ଏବଂ ବୀରତ୍ୱପୂର୍ଣ୍ଣ ଦକ୍ଷତାକୁ ଏପରି ଭାବରେ ପ୍ରଦର୍ଶନ କରିବ ଯାହା ପୂର୍ବରୁ କେବେ ଦେଖାଯାଇନଥିଲା। ଗଣତନ୍ତ୍ର ଦିବସ ପରେଡ ପାଇଁ ଅଭ୍ୟାସ ଚାଲିଛି, ଯାହା ସାମରିକ…
ସାରା ବିଶ୍ୱ ଦେଖିଲା ଭାରତର ପରାକ୍ରମ
ନୂଆଦିଲ୍ଲୀ,୨୬ା୧: ରାଜଧାନୀ ଦିଲ୍ଲୀରେ ରବିବାର ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଭାରତର ପରାକ୍ରମ ଦେଖିଛି ସାରା ବିଶ୍ୱ। ଭାରତର ଐତିହ୍ୟ ସଂସ୍କୃତି ସହ ସେନାର ପରାକ୍ରମ କର୍ତ୍ତବ୍ୟ ପଥରେ ପ୍ରଦର୍ଶିତ ହୋଇଛି। ଏହି ଅବସରରେ କର୍ତ୍ତବ୍ୟ ପଥରେ ଏକ ଭବ୍ୟ…
ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କରିବେ ତହସିଲଦାର
ଦାରିଙ୍ଗବାଡ଼ି,୧୬ା୧(ଅରୁଣ ସାହୁ): ବ୍ଲକସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ତହସିଲଦାର ଶରତ ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଏସ୍ଏସ୍ଓ କ୍ଷେତୀଶ ପ୍ରିୟଦର୍ଶୀ ସାହୁ ପୂର୍ବ ବର୍ଷର ବିବରଣୀ ପଠନ କରିଥିଲେ। ଚଳିତଥର ଏହି ଜାତୀୟ…
୭୫ତମ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜ୍ୟପାଳ
ଭୁବନେଶ୍ୱର,୨୬ା୧: ଶୁକ୍ରବାର ରାଜ୍ୟରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ଏହି ଶୁଭ ଅବସରରେ ରାଜ୍ୟପାଳ ରଘୁବର ଦାସ ଯୋଗଦେଇ ପତାକା ଉତ୍ତୋଳନ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି। ଏଥର ପରେଡରେ ଆଇପିଏସ୍…
Archives


