ଗଣତନ୍ତ୍ର ଦିବସ ୨୦୨୫ ପରେଡରେ ଗଡିବନି ଓଡ଼ିଶା ପ୍ରଜ୍ଞାପନ ମେଢ଼, ଜାଣନ୍ତୁ କେଉଁଠି ରହିଲା ଭୁଲ୍ ଭୁବନେଶ୍ୱର,୨।୧: ଗଣତନ୍ତ୍ର ଦିବସ ପରେଡରେ ରାଜ୍ୟର ପ୍ରଜ୍ଞାପନ ମେଢ଼ ଦେଖିବା ପାଇଁ ଆଶା ରଖିଥିବା ଓଡିଶାବାସୀଙ୍କୁ ନିରାଶ ହେବାକୁ ପଡିବ। କାରଣ ରାଜ୍ୟ ସରକାର ପଠାଇଥିବା ପ୍ରଜ୍ଞାପନ ମେଢ଼ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରାଯାଇଛି। ସରକାରୀ ସୂତ୍ରରୁ ପ୍ରକାଶ ଯେ ପ୍ରତିରକ୍ଷା...