ରାଇକିଆରେ ୭୬ତମ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ବିଧାୟକ ରାଇକିଆ,୨୬ା୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରବିବାର ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ ବ୍ଲକସ୍ତରୀୟ କାର୍ଯ୍ୟକ୍ରମରେ ଜି.ଉଦୟଗିରି ବିଧାୟକ ପ୍ରଫୁଲ୍ଲ ପ୍ରଧାନ ପତାକା ଉତ୍ତୋଳନ କରିବା ସହ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ନେଇ ଅନୁଷ୍ଠିତ...