ହାଇସ୍କୁଲରେ ୧,୦୬୧ ପୋଷ୍ଟ ଗ୍ରାଜୁଏଟ୍ ଶିକ୍ଷକ ପଦବୀରେ ନିଯୁକ୍ତି ସୁଯୋଗ, ଜାଣନ୍ତୁ କିଭଳି କରିବେ ଆବେଦନ… ଭୁବନେଶ୍ୱର,୧୫।୩(ଅସମାପିକା ସାହୁ): ରାଜ୍ୟରେ ଖାଲି ପଡ଼ିଥିବା ୧୦୬୧ ପୋଷ୍ଟ ଗ୍ରାଜୁଏଟ୍(ସ୍ନାତକୋତ୍ତର) ଶିକ୍ଷକ ପଦବୀ ପୂରଣ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ ପୂର୍ଣ୍ଣ ଅନୁଦାନପ୍ରାପ୍ତ ୪୮୮ ବର୍ଗ (୨) ହାଇସ୍କୁଲ(ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ)ଗୁଡିକ...