IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ ଯୁବ ସେବା ବିଭାଗ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । MSME…