୧୦ କୋଟି ଟଙ୍କାରୁ ଅଧିକ ମୂଲ୍ୟ ଥିବା ପାଞ୍ଚ ଜଣ ଖେଳାଳିଙ୍କୁ ଦଳରୁ ମୁକ୍ତ କରାଯାଇପାରେ; ଆସନ୍ତାକାଲି ଆସିବ ଆଇପିଏଲ (IPL) ୨୦୨୭ ପାଇଁ ରିଟେନସନ ତାଲିକା
ନୂଆଦିଲ୍ଲୀ,୧୬।୧୧: IPL 2027 ପାଇଁ ସମସ୍ତ ଦଳର ରିଟେନସନ ତାଲିକା ନଭେମ୍ବର ୧୭ରେ ପ୍ରକାଶ ପାଇବ। ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ରିଷଭ ପନ୍ତଙ୍କ ପରି ପ୍ରମୁଖ ଖେଳାଳିମାନେ ପୂର୍ବରୁ ଟ୍ରେଡ ହୋଇସାରିଛନ୍ତି, ତେଣୁ ସେମାନେ ନିଲାମରେ ସ୍ଥାନ ପାଇବେ ନାହିଁ। ତଥାପି,…

