ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା… ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ ମନରେ ଗୋଟିଏ ପ୍ରଶ୍ନ ଉଠୁଛି ଯେ, କୋହଲି ହଠାତ ଟେଷ୍ଟ କ୍ରିକେଟକୁ କାହିଁକି…