ହଠାତ୍ ଛାତିରେ ହେଲା ଯନ୍ତ୍ରଣା, ଚାଲିଗଲା ଅବସରପ୍ରାପ୍ତ କିରାଣିଙ୍କ ଜୀବନ ବଲାଙ୍ଗୀର,୮ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଇନ୍ଦିରା ନଗର ନିବାସୀ କିଶୋର କୁମାର ରାଉତ (୬୨ )ଙ୍କ ହୃଦ୍ଘାତରେ ବୁଧବାର ପରଲୋକ ହୋଇଛି। ସମ୍ବଲପୁର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ପରଲୋକ ହୋଇଛି। ହଠାତ୍ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲକୁ…