T 20 ଓ୍ବାର୍ଲଡ କପ ପୂର୍ବରୁ ସନ୍ୟାସ ଘୋଷଣା କଲେ ଏହି କ୍ୟାପଟେନ, ଭାରତ ବିପକ୍ଷରେ ଖେଳିବେ ଶେଷ ମ୍ୟାଚ
ନୂଆଦିଲ୍ଲୀ,୧୩।୧: ଅଷ୍ଟ୍ରେଲିଆ ଅଧିନାୟକ ଆଲିସା ହିଲି ମଙ୍ଗଳବାର ତାଙ୍କର ଅବସର ଘୋଷଣା କରିଛନ୍ତି। ଭାରତ ବିପକ୍ଷରେ ଆଗାମୀ ବହୁ-ଫର୍ମାଟ ସିରିଜ ପରେ ହିଲି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବେ ବୋଲି ଘୋଷଣା କରିଛନ୍ତି। ୩୫ ବର୍ଷୀୟା ଖେଳାଳି ପ୍ରାୟ ୩୦୦...
Goodbye…, ହେଲେ ଏହା ଶେଷ ନୁହେଁ, ସନ୍ୟାସ ଘୋଷଣା କଲେ ରୋହନ ବୋପନ୍ନା
ନୂଆଦିଲ୍ଲୀ,୧।୧୧: ଭାରତୀୟ ଟେନିସ କିମ୍ବଦନ୍ତୀ ରୋହନ ବୋପାନ୍ନା ତାଙ୍କ ୨୨ ବର୍ଷର କ୍ୟାରିଅରରୁ ବିଦାୟ ନେଇଛନ୍ତି। ୪୫ ବର୍ଷୀୟ ବୋପାନ୍ନା ପ୍ୟାରିସ ମାଷ୍ଟର୍ସ ୧୦୦୦ ଟୁର୍ଣ୍ଣାମେଣ୍ଟରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ଏହି ବର୍ଷ, ବୋପାନ୍ନା ସବୁଠାରୁ ବୟସ୍କ ଖେଳାଳି...
ଅବସର ଗ୍ରହଣ ପରେ ଏହି କିମ୍ବଦନ୍ତୀ କ୍ରିକେଟରଙ୍କୁ ଦିଆଗଲା ଗାର୍ଡ ଅଫ ଅନର, ୱେଷ୍ଟଇଣ୍ଡିଜ କ୍ରିକେଟ ବୋର୍ଡ ଦେଲା ସ୍ବତନ୍ତ୍ର ଉପହାର
ଜାମାଇକା,୨୩।୭: ୩୭ ବର୍ଷୀୟ ଅଲରାଉଣ୍ଡର ଆଣ୍ଡ୍ରେ ରସେଲଙ୍କୁ ଆଉ କେବେ ୱେଷ୍ଟଇଣ୍ଡିଜ ଜର୍ସିରେ ଦେଖିବାକୁ ମିଳିବ ନାହିଁ। ସେ ୨୨ ଜୁଲାଇରେ ଅଷ୍ଟ୍ରେଲିଆ ବିପକ୍ଷରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ଯେଉଁଠାରେ ରସେଲ ଏକ ଝଡ଼ମୟ ଇନିଂସ ଖେଳିଥିଲେ। ଏହା...
Axar Patel Retirement: ସନ୍ୟାସ ନେଲେ ଅକ୍ଷର ପଟେଲ? Retirement ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୪।୬: ଗୋଟିଏ ପଟେ, RCB ପ୍ରଥମ ଥର ପାଇଁ IPL ଚାମ୍ପିୟନ ହେବାର ଉତ୍ସବ ପାଳନ କରୁଛି। ଅନ୍ୟପଟେ, ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଅକ୍ଷର ପଟେଲ ଅବସର ନେଇଛନ୍ତି। ପଟେଲ କହିଛନ୍ତି ଯେ ସେ କ୍ରିକେଟକୁ ଅଲବିଦା କହିବାକୁ ନିଷ୍ପତ୍ତି...
ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ସନ୍ନ୍ୟାସ ନେଇ ଚମକାଇଲେ ଏହି ଭେଟେରାନ୍ କ୍ରିକେଟର
ନୂଆଦିଲ୍ଲୀ,୩୧।୧: ଚାମ୍ପିଅନ୍ସ ଟ୍ରଫିର ଠିକ୍ ପୂର୍ବରୁ ଅବସର ଘୋଷଣା କରି ଚମକାଇଲେ ଜଣେ ଲୋକପ୍ରିୟ କ୍ରିକେଟର। ଫଳରେ ତାଙ୍କର ଅନ୍ତର୍ଜାତୀୟ କ୍ୟାରିୟରରେ ବ୍ରେକ ଲାଗିଛି। ସେ ହେଲେ ଆଫଗାନିସ୍ତାନ କ୍ରିକେଟର ଶାପୁର ଜାଦ୍ରାନ। ୩୭ ବର୍ଷ ବୟସରେ ସେ ଅନ୍ତର୍ଜାତୀୟ...
ପୁଣି ଚାକିରି କରିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ, ଗାଇଡ୍ଲାଇନ୍ରେ ରହିଛି…
ଭୁବନେଶ୍ୱର,୧୨ା୯: ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ମିଳିବ ପୁନଃ ନିଯୁକ୍ତି। ଏଥିପାଇଁ ରାଜ୍ୟ ସରକାର ଗାଇଡ୍ଲାଇନ୍ ଜାରି କରିଛନ୍ତି। ଅବସରପ୍ରାପ୍ତ କର୍ମଚାରୀମାନେ କେଉଁ ମାନଦଣ୍ଡରେ ଚୟନ ହେବେ ସେନେଇ ବିସ୍ତୃତ ଗାଇଡ୍ଲାଇନ୍ ଜାରି ହୋଇଛି। ପୁନଃ ନିଯୁକ୍ତି ପାଇଁ କମିଟି ଚୟନ...
Archives


