ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି
ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ତାଙ୍କ ଅବସର ପରେ ବ୍ଲକ୍ ଶିକ୍ଷା ବିଭାଗରେ ଅଧିକାରୀ ପଦବୀ ଶୂନ୍ୟ…

