ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ… ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ । ୬୫ ବର୍ଷ ପୂର୍ବେ ଯେତେବେଳେ ସେ ମାତ୍ର…