ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି ହ୍ବାଟ୍ସଆପ୍ରେ ମିଳିବ ରାଜସ୍ବ ସେବା ଭୁବନେଶ୍ୱର,୪ା୨: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ହ୍ବାଟ୍ସଆପ୍ରେ ରାଜସ୍ବ ସେବା ମିଳିବ। ରାଜସ୍ବ ବିଭାଗ ପକ୍ଷରୁ ୨୪ ଘଣ୍ଟିଆ ସେବା ଯୋଗାଇ ଦିଆଯିବ। ଜମିଜମା ବାବଦର ସମସ୍ତ ଅଭିଯୋଗ ଓ ଆବେଦନ…