Tag Archives: ri

ଜମିବାଡ଼ି ବିବାଦର ସମାଧାନ ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଲେ RI

ଢେଙ୍କାନାଳ,୨୮ା୫(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ତହସିଲ ରାସୋଳ ଥାନା ଗଣ୍ଡାନାଳୀ ରାଜସ୍ବ ସର୍କଲର ରାଜସ୍ବ ନିରୀକ୍ଷକ(RI) ଶଶିଭୂଷଣ ବେହେରା ବୁଧବାର ସକାଳେ ନିଜ କାର୍ଯ୍ୟାଳୟରେ ୪ଟି ମ୍ୟୁଟେଶନ କେସ୍‌ ପାଇଁ ୬୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ…

OSSSC ପରୀକ୍ଷା ଫଳାଫଳ ଘୋଷଣା: RI, ICDS ସୁପରଭାଇଜର, ARI, ଅମିନ ପ୍ରିଲିମ୍‌ ପରୀକ୍ଷାରେ ସମସ୍ତେ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୨୩ା୪: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୮ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିବା ରେଭେନ୍ୟୁ ଇନ୍ସପେକ୍ଟର (RI), ICDS ସୁପରଭାଇଜର, ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍ସପେକ୍ଟର…

କୃଷି ଜମିକୁ ଘରୋଇ ଜମି କରିବା ପାଇଁ ଲାଞ୍ଚ ନେଉଥିଲେ ଆର୍‌ଆଇ, ପଡ଼ିଲେ ଭିଜିଲାନ୍ସ ପଞ୍ଝାରେ

ଭଦ୍ରକ,୧୪ା୧୧(ସନାତନ ରାଉତ): ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନରେ କାର୍ଯ୍ୟ କରୁଥିବା ଆର୍‌ଆଇ ଭାଗବତ ଖଟୁଆଙ୍କୁ ଓଡ଼ିଶା ଭିଜିଲାନ୍ସ କର୍ମଚାରୀ ମାଡ଼ି ବସିଛନ୍ତି। ଏକ ମ୍ୟୁଟେଶନ ମାମଲାରେ କୃଷି ଜମିକୁ ଘରୋଇ ଜମିରେ ପରିଣତ କରିବା ପାଇଁ ତାଙ୍କ ପକ୍ଷରେ କ୍ଷେତ୍ର…

ସାଇବର କାଫେରେ OSSSC ପରୀକ୍ଷା !

ଭୁବନେଶ୍ୱର,୩୦।୯: ରାଜ୍ୟରେ ସରକାରୀ ଚାକିରି କରାଇଦେବାକୁ ଅନେକ ଦଲାଲ ମାତିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଏକ ସାଇବର କାଫେରେ ଗ୍ରୁପ୍-ସି ଚାକିରି ପାଇଁ ପରୀକ୍ଷା କରାଯାଉଥିବା ଅଭିଯୋଗ ହୋଇଛି। ଓଡ଼ିଶା ସବୋର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌…

ଖାଲିପଡ଼ିଥିବା ଆର୍‌.ଆଇ, ଏ.ଆର୍‌.ଆଇ ଏବଂ ଅମିନ ପଦବୀ କେବେ ପୂରଣ ହେବ ? ବିଧାନସଭାରେ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୨୯ା୮: ରାଜ୍ୟରେ ଖାଲି ପଡ଼ିଥିବା ରାଜସ୍ୱ ନିରୀକ୍ଷକ, ସହକାରୀ ରାଜସ୍ୱ ନିରୀକ୍ଷକ ଏବଂ ଅମିନ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ବିଧାନସଭାରେ ଆଜି ଏ ସଂପର୍କିତ ଏକ ପ୍ରଶ୍ନର ଉତ୍ତରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri