ଅକ୍ଟୋବର ୮ରୁ RI, ICDS ସୁପରଭାଇଜର, ARI, ଅମିନ ପରୀକ୍ଷା
ଭୁବନେଶ୍ୱର, ୧।୯: ଓଡ଼ିଶା ସବ-ଅଧୀନସ୍ଥ ସ୍ଟାଫ୍ ଚୟନ କମିଶନ (OSSSC) ଅକ୍ଟୋବର ୮ରୁ ରିଭେନ୍ୟୁ ଇନ୍ସ୍ପେକ୍ଟର (RI), ICDS ସୁପରଭାଇଜର, ଆସିଷ୍ଟାଣ୍ଟ ରିଭେନ୍ୟୁ ଇନ୍ସ୍ପେକ୍ଟର (ARI), ଅମିନ ପାଇଁ ପ୍ରିଲିମ ପରୀକ୍ଷା ଆୟୋଜନ କରିବ। ଏହି ପରୀକ୍ଷା ନଭେମ୍ବରର ୩ୟ...


