ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍ କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ । ଜମିକୁ ଘରବାରୀ କରିବାକୁ ଜଣେ ବ୍ୟକ୍ତିଙ୍କ ଠାରୁ ତିରିଶି ହଜାର ଟଙ୍କା ଲାଞ୍ଚ…