ଲାଞ୍ଚ ନେଇ ଧରାପଡ଼ିଲେ ଆର୍ଆଇ, ପଟ୍ଟା ସଂଶୋଧନ କରିବାକୁ ନେଉଥିଲେ… ରାଜନଗର,୨୭ା୨(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲ ଅନ୍ତର୍ଗତ କୋରଡ଼ାଗଡ଼ ସର୍କଲ ରାଜସ୍ବ ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ବେହେରା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି। ଏକ ପଟ୍ଟାକୁ ସଂଶୋଧନ କରାଇଦେବା ପାଇଁ ଶୁକ୍ରବାର ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା…