ଆର୍ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ ନିରୀକ୍ଷକ (ଆର୍.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର ସୁରକ୍ଷା ବ୍ୟବସ୍ଥା ପ୍ରଭାବିତ ହୋଇଥିବା ସହ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଚିନ୍ତା ପ୍ରକାଶ…