Tag Archives: ri

ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ, ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ/ଛେନାପଦୀ,୯ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ ଏବଂ ଧମକ ଦେବା ଘଟଣାରେ ପୋଲିସ ଶନିବାର ଜଣକୁ ଗିରଫ କରିଛି l ଘଟଣା ସମ୍ପର୍କରେ ଆନନ୍ଦପୁର ଏସ୍‌ଡିପିଓ କମଳ କୁମାର ପଣ୍ଡା କହିଛନ୍ତି ଯେ, ଗତ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି ଘୋଷାଡ଼ି ମାଡ଼ ମାରି ବାହାରେ ମାଡ଼ ମାରିବା ଘଟଣା ସିସିଟିଭି କ୍ୟାମେରାରେ ରେକର୍ଡ…

ଜମିବାଡ଼ି ବିବାଦର ସମାଧାନ ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଲେ RI

ଢେଙ୍କାନାଳ,୨୮ା୫(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ତହସିଲ ରାସୋଳ ଥାନା ଗଣ୍ଡାନାଳୀ ରାଜସ୍ବ ସର୍କଲର ରାଜସ୍ବ ନିରୀକ୍ଷକ(RI) ଶଶିଭୂଷଣ ବେହେରା ବୁଧବାର ସକାଳେ ନିଜ କାର୍ଯ୍ୟାଳୟରେ ୪ଟି ମ୍ୟୁଟେଶନ କେସ୍‌ ପାଇଁ ୬୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ…

OSSSC ପରୀକ୍ଷା ଫଳାଫଳ ଘୋଷଣା: RI, ICDS ସୁପରଭାଇଜର, ARI, ଅମିନ ପ୍ରିଲିମ୍‌ ପରୀକ୍ଷାରେ ସମସ୍ତେ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୨୩ା୪: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୮ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିବା ରେଭେନ୍ୟୁ ଇନ୍ସପେକ୍ଟର (RI), ICDS ସୁପରଭାଇଜର, ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍ସପେକ୍ଟର…

କୃଷି ଜମିକୁ ଘରୋଇ ଜମି କରିବା ପାଇଁ ଲାଞ୍ଚ ନେଉଥିଲେ ଆର୍‌ଆଇ, ପଡ଼ିଲେ ଭିଜିଲାନ୍ସ ପଞ୍ଝାରେ

ଭଦ୍ରକ,୧୪ା୧୧(ସନାତନ ରାଉତ): ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନରେ କାର୍ଯ୍ୟ କରୁଥିବା ଆର୍‌ଆଇ ଭାଗବତ ଖଟୁଆଙ୍କୁ ଓଡ଼ିଶା ଭିଜିଲାନ୍ସ କର୍ମଚାରୀ ମାଡ଼ି ବସିଛନ୍ତି। ଏକ ମ୍ୟୁଟେଶନ ମାମଲାରେ କୃଷି ଜମିକୁ ଘରୋଇ ଜମିରେ ପରିଣତ କରିବା ପାଇଁ ତାଙ୍କ ପକ୍ଷରେ କ୍ଷେତ୍ର…

ସାଇବର କାଫେରେ OSSSC ପରୀକ୍ଷା !

ଭୁବନେଶ୍ୱର,୩୦।୯: ରାଜ୍ୟରେ ସରକାରୀ ଚାକିରି କରାଇଦେବାକୁ ଅନେକ ଦଲାଲ ମାତିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଏକ ସାଇବର କାଫେରେ ଗ୍ରୁପ୍-ସି ଚାକିରି ପାଇଁ ପରୀକ୍ଷା କରାଯାଉଥିବା ଅଭିଯୋଗ ହୋଇଛି। ଓଡ଼ିଶା ସବୋର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌…

ଖାଲିପଡ଼ିଥିବା ଆର୍‌.ଆଇ, ଏ.ଆର୍‌.ଆଇ ଏବଂ ଅମିନ ପଦବୀ କେବେ ପୂରଣ ହେବ ? ବିଧାନସଭାରେ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୨୯ା୮: ରାଜ୍ୟରେ ଖାଲି ପଡ଼ିଥିବା ରାଜସ୍ୱ ନିରୀକ୍ଷକ, ସହକାରୀ ରାଜସ୍ୱ ନିରୀକ୍ଷକ ଏବଂ ଅମିନ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ବିଧାନସଭାରେ ଆଜି ଏ ସଂପର୍କିତ ଏକ ପ୍ରଶ୍ନର ଉତ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?