rice atm opened

ଭୁବନେଶ୍ବରରେ ଖୋଲିଲା ଚାଉଳ ATM

ଭୁବନେଶ୍ବର, ୮ା୮: ରାଜଧାନୀ ଭୁବନେଶ୍ବର ମଞ୍ଚେଶ୍ବରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ATM। ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହାକୁ ଉଦ୍‌ଘାଟନ କରିଛନ୍ତି। ହିତାଧିକାରୀମାନେ…

1 year ago