ରାଇସ୍ମିଲରେ ଘୋଟାଲା ଘଟଣା: ଜିଲାପାଳଙ୍କ ନିର୍ଦ୍ଦେଶରେ ଗଚ୍ଛିତ ଧାନ ଚାଉଳକୁ… ପୁରୁଷୋତ୍ତମପୁର,୩୦ା୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଳକ ବାଲିଆ ଗ୍ରାମରେ ମା’ ତାରିଣୀ ରାଇସ୍ ମିଲରେ ହୋଇଥିବା ଘୋଟାଲା ଓ ଜିଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଜାଲ୍ ଡିଜିଟାଲ ଦସ୍ତଖତକୁ ନେଇ ଦୀର୍ଘ ଏକମାସରୁ ଊର୍ଦ୍ଧ୍ୱ ହେଲା ଖୋଳତାଡ଼ ଲାଗିରହିଥିବା...