ପଞ୍ଜାବ କିଙ୍ଗ୍ସର ମୁଖ୍ୟ କୋଚ୍ ହେଲେ ପଣ୍ଟିଂ ନୂଆଦିଲ୍ଲୀ,୧୮ା୯: ଆଇପିଏଲ୍ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସର ନୂତନ ମୁଖ୍ୟ କୋଚ୍ ଭାବରେ ବୁଧବାର ରିକି ପଣ୍ଟିଂଙ୍କ ନାମ ଘୋଷଣା କରାଯାଇଛି। ଟ୍ରେଭର ବେଲିସ୍ଙ୍କ ସ୍ଥାନରେ ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ ପଣ୍ଟିଂଙ୍କୁ ନିଯୁକ୍ତ କରାଯାଇଛି। ପୂର୍ବରୁ ପଣ୍ଟିଂ ଦିଲ୍ଳୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍…