Tag Archives: Ricky Ponting

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ କଲେ ରିକି ପଣ୍ଟିଂ: ଅଷ୍ଟ୍ରେଲିଆ ନୁହେଁ, ଏହି ଦଳ ହେବ ଚାମ୍ପିୟନ୍‌

ସିଡନୀ,୨।୨:ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଏବଂ କିମ୍ବଦନ୍ତୀ କ୍ରିକେଟ ବିଶେଷଜ୍ଞ ରିକି ପଣ୍ଟିଂ ICC ପୁରୁଷ T20 ବିଶ୍ୱକପ 2026 ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ପଣ୍ଟିଂ ଏହି ବିଶ୍ୱକପରେ କେଉଁ ଦଳ ସମ୍ଭାବ୍ୟ ବିଜେତା ତାହା ପ୍ରକାଶ କରିଛନ୍ତି। ICC…

ଯଶସ୍ବୀ ଜୈସ୍ୱାଲଙ୍କ ଏହି କାର୍ଯ୍ୟକୁ ନେଇ ରିକି ପଣ୍ଟିଂ ପ୍ରକାଶ କଲେ ଅସନ୍ତୋଷ

ନୂଆଦିଲ୍ଲୀ,୩।୮: ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ପଞ୍ଚମ ଟେଷ୍ଟର ତୃତୀୟ ଦିନରେ ଯଶସ୍ବୀ ଜୈସ୍ୱାଲଙ୍କ ସମୟ ନଷ୍ଟ କରିବା କାର୍ଯ୍ୟକୁ ନେଇ ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଙ୍ଗ ଅସନ୍ତୋଷ ପ୍ରକାଶ କରିଛନ୍ତି। ଶୁଭମନ ଗିଲଙ୍କ ଚମତ୍କାର ଡ୍ରାଇଭ ପରେ ଦୁଇ ରନ…

Watch Video:ମ୍ୟାଚ୍‌ ବିଜୟ ପରେ ବି ଥରୁଥିଲେ ପଞ୍ଜାବ ମାଲିକାଣୀ: କୋଚ୍‌ଙ୍କୁ କହିଲେ, ମୋତେ ଦେଖ…

ଚଣ୍ଡିଗଡ,୧୬।୪: ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ ପକ୍ଷରୁ ୧୧୨ ରନର ବିଜୟ ଲକ୍ଷ୍ୟ ଆଗରେ କେକେଆର ମାତ୍ର ୯୫ ରନ କରିବାକୁ ସକ୍ଷମ ହୋଇଥିଲା। ଏହା ପଞ୍ଜାବର…

IND vs PAK: ଦେଶ ପାଇଁ କିଛି ବି କରିପାରିବେ ଏହି ଭାରତୀୟ କ୍ରିକେଟର୍‌: ପ୍ରଶଂସାରେ ପୋତିପକାଇଲେ ରିକି ପଣ୍ଟିଂ

ଦୁବାଇ,୨୨।୨: ଭାରତ ଚାମ୍ପିଅନ୍ସ ଟ୍ରଫିରେ ବିଜୟ ସହିତ ତା’ର ଅଭିଯାନ ଆରମ୍ଭ କରିଛି। ପ୍ରଥମ ମ୍ୟାଚ୍‌ରେ ଟିମ ଇଣ୍ଡିଆ ବାଂଲାଦେଶକୁ ୬ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲଙ୍କ ଶତକ ବ୍ୟତୀତ, ମହମ୍ମଦ ଶାମିଙ୍କ ୫ଟି ଉଇକେଟ ନେଇଥିଲେ।…

ବଡ଼ ରେକର୍ଡ ହାସଲ କଲେ ଓ୍ବାର୍ନର: ବକ୍ସିଂ ଡେ’ ଟେଷ୍ଟରେ ରଚିଲେ ଇତିହାସ

ମେଲବୋର୍ନ,୨୬।୧୨: ଅଷ୍ଟ୍ରେଲିଆ ଏବଂ ପାକିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଚାଲିଛି। ଏହି ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଆଜିଠାରୁ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଏହି ମ୍ୟାଚରେ ପାକିସ୍ତାନ ଟସ ଜିତି ପ୍ରଥମେ ବୋଲିଂ କରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri