ପାଣ୍ଡ୍ୟା ବ୍ରଦର୍ସଙ୍କ ମଧ୍ୟରେ ଜୋରଦାର ଝଗଡ଼ା? ଭାଉଜଙ୍କ ସହ କଥାବାର୍ତ୍ତା ବନ୍ଦ…ବିଶ୍ୱକପ୍ ଜିତିବା ସତ୍ତ୍ୱେ ଚୁପ୍ ରହିଲେ… ମୁମ୍ବାଇ, ୧୧।୩: କ୍ରିକେଟ ଜଗତର ସବୁଠାରୁ ଚର୍ଚ୍ଚିତ ଭ୍ରାତୃ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କୃନାଲ ପାଣ୍ଡ୍ୟାଙ୍କ ମଧ୍ୟରେ ସବୁକିଛି ଠିକ ଚାଲିଛି ତ? ଦୁଇ ଭାଇଙ୍କ ମଧ୍ୟରେ ଝଗଡ଼ା ହୋଇଛି କି? କାହିଁକି ହାର୍ଦ୍ଦିକ ଓ ତାଙ୍କ ଭାଉଜଙ୍କ ମଧ୍ୟରେ…