ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଠାରେ ଥିବା ‘ଜାଗୃତି’ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ କମଳା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସବ୍-ଇନ୍ସପେକ୍ଟର ବାସନ୍ତୀ ବେହେରା…