ଓ୍ବେଷ୍ଟ କାର୍ବି ଆଙ୍ଗ୍ଲଙ୍ଗରେ ଦଙ୍ଗା ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ ଘର ଓ ଦୋକାନ ଭଙ୍ଗାରୁଜା ଓ ପୋଡ଼ାଜଳା କରିଛନ୍ତି। କେରୋନିରେ ସେମାନେ ପୋଲିସ...