Tag Archives: Rishi sunak

ନିର୍ବାଚନ ହାରିବା ପରେ ଏହି କମ୍ପାନୀରେ ଚାକିରି କଲେ ଋଷି ସୁନକ, ଦରମା ପାଇବେ ମାତ୍ର…

ଇଂଲଣ୍ଡ,୮।୭: ପୂର୍ବତନ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ପୁଣି ଥରେ ଗୋଲ୍ଡମ୍ୟାନ ସାକ୍ସରେ ବରିଷ୍ଠ ପରାମର୍ଶଦାତା ଭାବରେ ଯୋଗ ଦେଉଛନ୍ତି। ଉଲ୍ଲେଖନୀୟ ଯେ ସେ ୨୦୦୧ ରୁ ୨୦୦୪ ମଧ୍ୟରେ ଗୋଲ୍ଡମ୍ୟାନ ସାକ୍ସରେ କାର୍ଯ୍ୟ କରିଥିଲେ, ପ୍ରଥମେ ସମର ଇଣ୍ଟର୍ନ ଭାବରେ…

ମୁମ୍ବାଇରେ କ୍ରିକେଟ ଖେଳିଲେ ଋଷି ସୁନକ, ଫୋଟୋ ଶେୟାର କରି କହିଲେ ମଜାଦାର କଥା

ମୁମ୍ବାଇ,୨ା୨: ପୂର୍ବତନ ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକ ଏବେ ଭାରତ ଗସ୍ତରେ ଅଛନ୍ତି। ଏହି ସମୟରେ, ସେ ରବିବାର ଦକ୍ଷିଣ ମୁମ୍ବାଇର ପାର୍ସି ଜିମଖାନା ପରିଦର୍ଶନ କରିଥିଲେ। ଏହି ସମୟରେ, ସେ ଟେନିସ୍ ବଲ୍ କ୍ରିକେଟ୍ ଉପଭୋଗ କରିଥିଲେ। ଏଠାରେ ସେ…

୧୪ ବର୍ଷ ଶାସନ କରିବା ପରେ କାହିଁକି ହାରିଲା ସୁନକଙ୍କ ଦଳ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ, ୫।୭: ବ୍ରିଟେନ୍‌ରେ ୧୪ ବର୍ଷ ଶାସନ କରିବା ପରେ ଋଷି ସୁନକ୍‌ଙ୍କର କଞ୍ଜରଭେଟିଭ୍‌ ପାର୍ଟି ନିର୍ବାଚନ ହାରିଛି । ସୁନକଙ୍କ ପାର୍ଟିକୁ ହରାଇ କିଏର ଷ୍ଟାର୍ମରଙ୍କ ନେତୃତ଼୍ବାଧୀନ ଲେବର ପାର୍ଟି ସାଧାରଣ ନିର୍ବାଚନ ଜିତିବା ସହ ସରକାର ଗଠନ କରିବାକୁ…

ବିଦାୟୀ ଭାଷଣରେ ବଡ଼ କଥା କହିଦେଲେ ଋଷି ସୁନକ୍‌

ନୂଆଦିଲ୍ଲୀ, ୫।୭: ବ୍ରିଟେନ୍‌ରେ ଋଷି ସୁନକ୍‌ଙ୍କର କଞ୍ଜରଭେଟିଭ୍‌ ପାର୍ଟିକୁ ହରାଇ କିଏର ଷ୍ଟାର୍ମରଙ୍କ ନେତୃତ଼୍ବାଧୀନ ଲେବର ପାର୍ଟି ସାଧାରଣ ନିର୍ବାଚନ ଜିତିଛି । ଏଥିସହିତ ଦେଶରେ ଲେବର ପାର୍ଟି ୧୪ ବର୍ଷ ପରେ ପୁଣି ସରକାର ଗଠନ କରିବାକୁ ଯାଉଛି ।…

ବ୍ରିଟେନରେ ବଦଳିଲା ସରକାର; ଜାଣନ୍ତୁ ଭାରତ ସହିତ ସମ୍ପର୍କରେ ଏହାର କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୫।୭: ବ୍ରିଟେନ୍‌ରେ ସାଧାରଣ ନିର୍ବାଚନରେ ବିଜୟ ହାସଲ କରି ୧୪ ବର୍ଷ ପରେ କ୍ଷମତାକୁ ଫେରିଛି ଲେବର ପାର୍ଟି। ଦଳର ନେତା କିର୍ ଷ୍ଟାର୍ମର ବ୍ରିଟେନ୍‌ର ନୂଆ ପ୍ରଧାନମନ୍ତ୍ରୀ ହୋଇପାରନ୍ତି। ପୂର୍ବ ସରକାରରେ ଦୁଇ ଦେଶ ତଥା ପ୍ରଧାନମନ୍ତ୍ରୀ ଋଷି ସୁନକ…

ହାରିଲେ ଋଷି ସୁନକ

ଲଣ୍ଡନ,୫ା୭: ପ୍ରଧାନମନ୍ତ୍ରୀ ପଦ ପାଇଁ ୪ ଜୁଲାଇରେ ବ୍ରିଟେନ୍‌ରେ ଭୋଟ ଅନୁଷ୍ଠିତ ହୋଇଥିଲା। ଏବେ ବି ଗଣନା ଜାରି ରହିଛି। ଏପର୍ଯ୍ୟନ୍ତ ଟ୍ରେଣ୍ଡକୁ ଦେଖିଲେ କଞ୍ଜରଭେଟିଭ ପାର୍ଟି ନେତା ତଥା ବିଦାୟୀ ପ୍ରଧାନମନ୍ତ୍ରୀ ଋଷି ସୁନକ ତାଙ୍କ ପରାଜୟକୁ ଗ୍ରହଣ କରିଛନ୍ତି।…

ବ୍ରିଟେନ୍‌ରେ ନୂଆ ସକାଳ: କ୍ଷମତାକୁ ଫେରୁଛି ଲେବର ପାର୍ଟି

ବ୍ରିଟେନ୍‌ରେ ଗୁରୁବାର ସାଧାରଣ ନିର୍ବାଚନ ଚାଲିଥିବାବେଳେ ଦେଶବାସୀ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘଟଣାକ୍ରମର ସାକ୍ଷୀ ହେବାକୁ ଯାଉଛନ୍ତି। ଦୀର୍ଘ ୧୪ ବର୍ଷର ବ୍ୟବଧାନ ପରେ କ୍ଷମତା ପରିବର୍ତ୍ତନ ହେବାକୁ ଯାଉଛି। ଲେବର ପାର୍ଟି ଐତିହାସିକ ବିଜୟ ଦିଗରେ ଅଗ୍ରସର ହେବା ସହ…

ଅଡୁଆରେ ରୁଷି ସୁନକଙ୍କ ପାର୍ଟି, କହିଲେ ମୋତେ ଏବେ ରାଗ ଆସୁଛି

ଲଣ୍ଡନ,୨୩ା୬: ବ୍ରିଟେନ ପ୍ରଧାନମନ୍ତ୍ରୀ ରୁଷି ସୁନକଙ୍କ କନ୍‌ଜରଭେଟିଭ୍‌ ପାର୍ଟି ଅଡୁଆରେ ପଡ଼ିଛି। ସୁନକଙ୍କ ଜଣେ ଅଧିକାରୀ ବେଟିଂ କରିଥିବା ଅଭିଯୋଗ ହୋଇଛି। ବ୍ରିଟେନର ଜୁଆ ନିୟାମକ ଏହାର ତାରିଖ ଘୋଷଣା ପୂର୍ବରୁ ମଧ୍ୟ ସାଧାରଣ ନିର୍ବାଚନରେ ବାଜି ଲଗାଇଥିବା ଅଭିଯୋଗର ଅନୁସନ୍ଧାନ…

ଆଗାମୀ ନିର୍ବାଚନରେ ବଡ଼ ପରାଜୟ ସାମ୍ନା କରିବେ ଋଷି ସୁନକ! ଓପିନିୟନ୍‌ ପୋଲ୍‌ର ପୂର୍ବାନୁମାନ

ନୂଆଦିଲ୍ଲୀ, ୧୬।୬: ବ୍ରିଟେନରେ ଅନୁଷ୍ଠିତ ହେବାକୁ ଥିବା ଆଗାମୀ ନିର୍ବାଚନରେ ବଡ଼ ପରାଜୟର ସମ୍ମୁଖୀନ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ଋଷି ସୁନକ। ଶନିବାର ପ୍ରକାଶ ପାଇଥିବା ତିନି ଓପିନିୟନ ପୋଲର ପୂର୍ବାନୁମାନ ଅନୁଯାୟୀ ଆଗାମୀ ନିର୍ବାଚନରେ ସୁନକଙ୍କ ଦଳ କନ୍‌ଜର୍‌ଭେଟିଭ୍‌ ପାର୍ଟି ଜୁଲାଇ…

ଜୁଲାଇ ୪ରେ ବ୍ରିଟେନ୍‌ ନିର୍ବାଚନ, ସୁନକ୍‌ଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ

ଲଣ୍ଡନ୍‌,୨୨ା୫: ଜୁଲାଇ ୪ରେ ବ୍ରିଟେନରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଅନେକ ମାସ ଧରି ଚାଲିଥିବା କଳ୍ପନାଜଳ୍ପନାର ଅବସାନ ଘଟାଇ ବୁଧବାର ସନ୍ଧ୍ୟାରେ ଏନେଇ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ୍‌ ଘୋଷଣା କରିଛନ୍ତି। ୨୦୧୦ରୁ ଦେଶରେ କ୍ଷମତାସୀନ ଥିବା ଦକ୍ଷିଣପନ୍ଥୀ କଞ୍ଜରଭେଟିଭ୍‌…

ମାନ୍ଦାବସ୍ଥାରେ ପ୍ରବେଶ କଲା ବ୍ରିଟେନ୍ ଅର୍ଥନୀତି, ନିର୍ବାଚନ ପୂର୍ବରୁ ସୁନକଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୫।୨: ୨୦୨୩ ର ଦ୍ୱିତୀୟାର୍ଦ୍ଧରେ ବ୍ରିଟେନର ଅର୍ଥନୀତି ମାନ୍ଦାବସ୍ଥା ଆଡକୁ ଠେଲି ହୋଇଯାଇଛି। ଦେଶର ଅର୍ଥନୀତିକୁ ସୁଦୃଢ଼ କରିବାକୁ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଥିବା ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ପାଇଁ ୨୦୨୪ ନିର୍ବାଚନ ପୂର୍ବରୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବ୍ରିଟେନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?