ରିଷିଡ଼ା,୧୬ା୧୦(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ରିଷିଡ଼ାଠାରେ ସାର୍ବଜନନୀ ଶାରଦୀୟ ଦୁର୍ଗାପୂଜା ଏଥର ୬୬ ବର୍ଷରେ ପଦାର୍ପଣ କରିଛି। ୧୯୬୦ରେ ତତ୍କାଳୀନ ରିଷିଡ଼ା ପାଣ୍ଡି ଅଧିକାରୀ ମାଧବ ଚୌଧୁରୀଙ୍କ…