ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ…
ବରୀ,୪ା୩(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ବ୍ଲକ ସ୍ବାଇଁଖଣ୍ଡ ପଞ୍ଚାୟତ ଯଅଁପଡ଼ା ଗ୍ରାମର ହିରଣ୍ୟ ବେଉରିଆ ନଦୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ରଙ୍ଗ ଖେଳ ପରେ ସାଙ୍ଗମାନଙ୍କ ସହ ନଦୀକୁ ଗାଧେଇବାକୁ ଯାଇଥିବା ବେଳେ ବୁଡ଼ିଯାଇଥିଲେ। ସେଠାରେ ଥିବା ସାଙ୍ଗମାନେ…
ପାଣି ମୁନ୍ଦେ ପାଇଁ ଆଉଟୁପାଉଟୁ ଦେଶୀ, ବିଦେଶୀ ପକ୍ଷୀ
ମହାକାଳପଡ଼ା, ୨୩ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଉପକୂଳ ମହାନଦୀ ତ୍ରିକୋଣ ଭୂମି ଅବବାହିକା ଅଞ୍ଚଳରେ ଗାଡିଆପୋଖରୀ ଖାଲ ପାଟ ଶୁଖିଗଲାଣି । ପାଣି ଅଭାବ ଯୋଗୁ ଦେଶୀ ବିଦେଶୀ ପକ୍ଷୀଙ୍କ ଖାଦ୍ୟାଭାବ ଦେଖିବାକୁ ମିଳୁଛି। ବିଶେଷକରି ବତୀଘର, ନିପାଣିଆ,…
ବ୍ରିଜ୍ରୁ ୩୦ ଫୁଟ ତଳକୁ ଖସିଲା ଟ୍ରକ୍, ହେଲ୍ପର ମୃତ, ଗୁରୁତର ହୋଇ ଚାଳକ…
ରାଉରକେଲା,୨ା୨(ସଙ୍ଗୀତା ଜେନା): ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ରାଉରକେଲାରୁ କୁଆଁରମୁଣ୍ଡା ଯାଉଥିବା ଏକ ୧୮ଚକିଆ ଟ୍ରକ୍ ରବିବାର ବିଳମ୍ବିତ ରାତିରେ ଅଣାୟତ ହୋଇ ଯମୁନା ନାକି ବ୍ରିଜର ପାଚେରି ଭାଙ୍ଗି ୩୦ ଫୁଟ ତଳକୁ ବ୍ରାହ୍ମଣୀ ନଦୀରେ ଖସିପଡ଼ିଛି। ଏଥିରେ ହେଲ୍ପରଙ୍କର…
ଜଙ୍ଗଲ କିସମ ଜମି ପାକ୍ସରେ ଚାଷୀ ପଞ୍ଜୀକରଣରେ ବାଧକ, ସ୍ବଳ୍ପ ମୂଲ୍ୟରେ ଧାନ କିଣି ମାଲାମାଲ ଦଲାଲ ହେଉଛନ୍ତି
ମହାକାଳପଡ଼ା, ୨୬ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତିଘର ଖରିନାସି, ଜମ୍ବୁ, ରାମନଗର, ସୁନିତି ପଞ୍ଚାୟତ ସମେତ ଅନ୍ୟ ଅଞ୍ଚଳରୁ କେତେଜଣ ଧାନ ବ୍ୟବସାୟୀ ଓ ଦଲାଲ ଚାଷୀଙ୍କଠାରୁ ସ୍ବଳ୍ପ ମୂଲ୍ୟରେ ଧାନ କିଣି ମାଲାମାଲ ହେଉଛନ୍ତି।…
ନଦୀରୁ ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିବା ପରେ ସାଇଣ୍ଟିଫିକ୍ ଟିମ୍ର ତଦନ୍ତ, ନିଖୋଜ ନାବାଳକଙ୍କ ସ୍କୁଲ ଡ୍ରେସ୍ ଦେଖି…
ବଲାଙ୍ଗୀର,୧୮ା୧(ସୁନିଲ କୁମାର ମହାନ୍ତି/ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ହିର୍ଲି ନଦୀରୁ ଖଣ୍ଡ ବିଖଣ୍ଡିତ ମୃତଦେହ ରବିବାର ଠାବ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଘଟଣାର କୋଣସି ପରିଚୟ ମିଳିପାରିନାହିଁ। ଲରମ୍ଭା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।…
ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…
ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼ ପଲ ନଦୀକୁ ଡେଇଁ ପହଁରି ପହଁରି ଯାଉଥିବା ଦେଖିବାକୁ ମିଳିଥିଲା। ଏହାକୁ ଉକ୍ତ ଅଞ୍ଚଳର…
ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…
ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର କରିଥାନ୍ତି। ବିଭିନ୍ନ ପ୍ରକାର କର୍ମ ଅଙ୍ଗାଙ୍ଗୀ ଭାବେ ଆମ ସହିତ ଜଡ଼ିତ। ସେଥିମଧ୍ୟରୁ ଏମିତି…
ପୁଅ ପାଲଟିଲେ ରାକ୍ଷସ, କରତରେ ମା-ବାପାଙ୍କ ମୁଣ୍ଡ କାଟି ଖଣ୍ଡଖଣ୍ଡ କରି ନଦୀରେ ଫିଙ୍ଗିଲେ, ପୋଲିସ ଆଗରେ କହିଲେ…
ଲକ୍ଷ୍ନୌ,୧୮ା୧୨: ଉତ୍ତରପ୍ରଦେଶର ଜୌନପୁର ଜିଲାର ଜାଫରାବାଦ ଥାନା ଅଞ୍ଚଳର ଅହମଦପୁର ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏହି ଗାଁର ୩୭ ବର୍ଷୀୟ ଅମ୍ବେଶ କୁମାର ତାଙ୍କର ୬୦ ବର୍ଷୀୟା ମା’ ବବିତା ଏବଂ ୬୨ ବର୍ଷୀୟ ବାପା ଶ୍ୟାମଲାଲଙ୍କୁ…
ଗାଧୋଇବାକୁ ଯାଇ ଘରକୁ ଫେରିଲେନି ବ୍ୟକ୍ତି, ଆଜି ନଦୀରୁ…
ଧର୍ମଶାଳା,୪ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ କାଏମା ଲକ୍ଷ୍ମୀସାହି ଗ୍ରାମ ନିକଟ କେଲୁଅ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଲକ୍ଷ୍ମୀସାହି ଗ୍ରାମର ରଞ୍ଜନ ଗାହାଣ ବୟସ(୫୬)।…
ନଦୀକୁ ଖସିପଡ଼ିଲା କାର୍, ଭିତରେ ଅଛନ୍ତି…
କଟକ,୩ା୧୨: ବିରୂପା ନଦୀରେ ବୁଧବାର ସନ୍ଧ୍ୟାରେ ଏକ ବ୍ୟାଟେରୀ ଚାଳିତ କାର୍ ଖସିପଡ଼ିଛି। ତିନି ଘଣ୍ଟା ଧରି ପାଣି ଭିତରେ ଏହି କାର୍ ଫସିରହିଛି। ଜଣେ ଯୁବକଙ୍କୁ ସ୍ଥାନୀୟ ଖେଳ ପ୍ରଶିକ୍ଷଣ ପିଲା ଉଦ୍ଧାର କରିଥିବାବେଳେ ଆଉ ଜଣେ କାର୍ ଭିତରେ…
ଚିକିତ୍ସା ପାଇଁ ନିଖୋଜ ଥିଲେ ବୃଦ୍ଧ, ୧୫ ଦିନ ପରେ ମିଳିଲା ମୃତଦେହ
ବାଲିଗୁଡ଼ା,୧୨ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଧିନସ୍ଥ ଗୁଟିଙ୍ଗିଆ ପଞ୍ଚାୟତର ତରାପିଡ଼ା ଗ୍ରାମର ୬୭ ବର୍ଷୀୟ ବୃଦ୍ଧ ଦିବାକର ଦିଗାଳ ନିଖୋଜ ହେବାର ୧୫ ଦିନ ପରେ ନିକଟସ୍ଥ ଖଡ଼ଗ ନଦୀରୁ ଗଳିତ ମୃତଦେହ…
ସବୁଠୁ ସଂକୀର୍ଣ୍ଣ ନଦୀ
ବେଜିଂ: ଚାଇନାର ହୁଆଲାଇ ନଦୀକୁ ବିଶ୍ୱର ସବୁଠାରୁ ସଂକୀର୍ଣ୍ଣ ନଦୀ ଭାବରେ ବିବେଚନା କରାଯାଇଥାଏ। ହାଓଲାଇ ନାମରେ ମଧ୍ୟ ପରିଚିତ ଏହି ନଦୀ ଉତ୍ତର ଚାଇନାର ଆଭ୍ୟନ୍ତରୀଣ ମଙ୍ଗୋଲିଆ ଅଞ୍ଚଳରେ ରହିଛି। ଏହି ସଂକୀର୍ଣ୍ଣ ନଦୀର ଲମ୍ବ ପ୍ରାୟ ୧୭ କି. ମି.…
Archives


