ବିଧାୟକଙ୍କ ଦ୍ବାରା ନଦୀଜଳ ସଂରକ୍ଷଣ ପ୍ରକଳ୍ପ ଉଦଘାଟିତ ଦିଗପହଣ୍ଡି,୧୭।୪,(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଜକମେରୀପଲ୍ଲୀ ଗ୍ରାମ ରାମନଦୀରେ ରାଜ୍ୟ ଜଳସମ୍ପଦ ବିଭାଗ ପକ୍ଷରୁ ୫୯.୯୦ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଅନ୍ତଃ ନଦୀଜଳ ସଂରକ୍ଷଣ ପ୍ରକଳ୍ପର ଶୁଭ ଉଦଘାଟନ ହୋଇଯାଇଛି। ଚିକିଟି...