Tag Archives: road accident

ବଡ଼ ଧରଣର ସଡ଼କ ଦୁର୍ଘଟଣା; ୨୩ଟି ଗାଡ଼ି ମଧ୍ୟରେ ଧକ୍କା ୧୪ ଜଣଙ୍କ ମୃତ୍ୟୁ; ମୃତକଙ୍କ ମଧ୍ୟରେ ଅଛନ୍ତି ଭାରତୀୟ

ଆବୁ ଧାବି,୧୩।୧୧: ସଂଯୁକ୍ତ ଆରବ ଏମିରେଟ୍ସ (UAE) ର ଫୁଜାଇରା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଭାରତୀୟ ନାଗରିକମାନେ ମଧ୍ୟ ଅଛନ୍ତି।…

ବାପା-ଝିଅଙ୍କୁ ଧକ୍କା ଦେଲା ଅଜଣା କାର୍‌: ଆଉ ତା’ପରେ ଘଟିଲା…

ଦାରିଙ୍ଗବାଡ଼ି, ୩୧।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଏକ ଅଜଣା କାର୍‌ ଧକ୍କାରେ ବାପା ଓ ତାଙ୍କ ୬ ବର୍ଷର ଝିଅ ଗୁରୁତର ଆହତ ହୋଇଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା…

ଅଜଣା ଗାଡ଼ି ଧକ୍କାରେ ୨ ଯୁବକଙ୍କ ଜୀବନ ଗଲା, ଜଣେ ଗୁରୁତର

ଢେଙ୍କାନାଳ,୨୬ା୧୦(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ପୁରୁଣା କଟକ-ସମ୍ବଲପୁର ରାସ୍ତାର କୋତ୍ତମଠାରେ ରବିବାର ବିଳମ୍ବିତ ରାତିରେ ଏକ ପିକଅପ୍‌ ଧକ୍କାରେ ବିପରୀତ ଦିଗରୁ ସ୍କୁଟିରେ ଆସୁଥିବା ୩ ଯୁବକଙ୍କ ମଧ୍ୟରୁ ୨ଜଣଙ୍କ ମୃତ୍ୟୁ ହୋଇଯାଇଥିବାବେଳେ ଜଣେ ଗୁରୁତର…

ସଡ଼କ ଦୁର୍ଘଟଣାରେ ଆଥଲେଟ୍‌ଙ୍କ ଜୀବନ ଗଲା, ସୁନାପୁଅ ମଳୟଙ୍କୁ ଝୁରୁଛି ଜନ୍ମମାଟି

ଅତାବିରା,୨୨ା୧୦(ଯୁଧିଷ୍ଠିର ମହାପାତ୍ର): ସଡ଼କ ଦୁର୍ଘଟଣାରେ ଦୁଇ ଯୁବ ଆଥଲେଟ୍‌ଙ୍କ ଜୀବନ ଚାଲିଯାଇଛି। କଟକ-ଭୁବନେଶ୍ୱର ଜାତୀୟ ରାଜପଥ ଫୁଲନଖରା ଛକରେ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମେ ଗୁରୁତର ଅବସ୍ଥାରେ ବୁଧବାର ସେମାନଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା।…

ବିରିବାଟି-କନ୍ଦରପୁର ରାସ୍ତାରେ ଦିନକୁ ଦିନ ବଢୁଛି ଦୁର୍ଘଟଣା: ରାଜ୍ୟ ମାନବାଧିକାର କମିଶନରେ ମାମଲା

କଟକ ସଦର,୨୨ା୧୦(ସୁଶାନ୍ତ କୁମାର ଜେନା): ଜାତୀୟ ରାଜପଥ ନଂ ୫୫ର ବିରିବାଟି -କନ୍ଦରପୁର ମଧ୍ୟରେ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ପାରାଦୀପ ବନ୍ଦର ଅଭିମୁଖେ ଯାଉଥିବା ଶହଶହ ଟ୍ରକ୍‌, ବସ୍‌ ଦ୍ରୁତ ଚାଳନା ଯୋଗୁ ପ୍ରତ୍ୟେକ ଦିନ ଆହତଙ୍କ ସଂଖ୍ୟା ବୃଦ୍ଧି…

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ ବିୟୋଗ ଘଟିଛି। ଏହି ଦୁଃଖଦ ଖବର ପାଇବା ପରେ ସ୍ଥାନୀୟ ବିଧାୟକ କୃଷ୍ଣଚନ୍ଦ୍ର…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ ହୋଇଛନ୍ତି। ଆହତ ଦୁଇଜଣ ହେଲେ କାଳୀପଲ୍ଲୀ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରର ସ୍ବାଗତିକା ମାଝୀ…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର ଭୋର୍‌ ସମୟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ ଗାଡ଼ି ପଛକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଧକ୍କା ଦେଇଛି। ସୂଚନା ମୁତାବକ,…

ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…

ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି। ଶୁକ୍ରବାର ସନ୍ଧ୍ୟାରେ ରୋଶନ ତାଙ୍କ ପୁଅ ସହ କୌଣସି କାମରେ ଥାନା ଛକ…

ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍‌ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଇଛନ୍ତି ଘଟଗାଁ ଥାନା କୁସୁନୁପୁର…

ଭୟଙ୍କର ସଡ଼କ ଦୁର୍ଘଟଣା: ବାପା-ଝିଅଙ୍କ ଚାଲିଗଲା ଜୀବନ

ସମ୍ବଲପୁର,୧୧ା୬(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଭତରା ଶଙ୍କର ମଠ ଝଙ୍କାର ବନ୍ଧ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସିରିଜ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ସିମେଣ୍ଟ ମିକ୍ସର ଟ୍ରକ(ଓଡି-୧୪-ଏଏଲ-୫୭୧୦) ପ୍ରଥମେ ଏକ ଇଭି ଅଟୋ(ଓଡି-୧୫-ଏବି-୨୨୩୨)କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?