Tag Archives: road block

ଗ୍ରାମବାସୀଙ୍କୁ ମିଳୁନି ପାଣି, ନିଆଁ ଜାଳି କଲେ ରାସ୍ତାରୋକୋ

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗାଁରେ ଦୀର୍ଘଦିନ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡ଼ିରହିଛି। ଲୋକଙ୍କୁ ପାଇପ୍‌ ଯୋଗେ ପାନୀୟଜଳ ମିଳୁ ନ ଥିବା ପ୍ରତିବାଦରେ ଶୁକ୍ରବାର ସକାଳୁ ଉତ୍ତେଜିତ ଗ୍ରାମବାସୀ ମୁଖ୍ୟରାସ୍ତାରେ ନିଆଁ…

ବ୍ୟକ୍ତିଙ୍କୁ ଧକ୍କା ଦେଇ ଘୋଷାଡ଼ି ଘୋଷାଡ଼ି ନେଇଗଲା ଟ୍ରକ୍‌

ସଇଁତଳା,୨୩ା୧୦: ବଲାଙ୍ଗୀର ଜିଲା ସଇଁତଳା ଦେଇ ଯାଇଥିବା ଜାତୀୟ ରାଜପଥ ୨୬ରେ ଗୁରୁବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ପୋଲିସ ସୂଚନାନୁସାରେ, ବଲାଙ୍ଗୀର ପଟକୁ ଯାଉଥିବା ଏକ ଟ୍ରକ୍‌ ନମ୍ବର NL 01 AA 3504…

ରାସ୍ତା ନିର୍ମାଣରେ ଅହେତୁକ ବିଳମ୍ବ ବାରମ୍ବାର ଘଟୁଛି ଦୁର୍ଘଟଣା

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟରେ ଠିକାଦାରଙ୍କ ଅହେତୁକ ବିଳମ୍ବ ଯୋଗୁ ବାରମ୍ବାର ଦୁର୍ଘଟଣା ଘଟୁଛି। ପ୍ରତିବାଦରେ ମଳାଭଞ୍ଜା ଗ୍ରାମ ମା ’ ସାତଭଉଣୀ ମନ୍ଦିର ନିକଟରେ ଗ୍ରାମବାସୀ ଶୁକ୍ରବାର ସକାଳୁ…

ରାସ୍ତା-ଓଭରବ୍ରିଜ କାମରେ ବିଳମ୍ବକୁ ନେଇ ରାସ୍ତାରୋକୋ

ଆନନ୍ଦପୁର,୧୯ା୬(ସୁଶାନ୍ତ କୁମାର ସାହୁ): ଓଭର ବ୍ରିଜ୍‌ ଓ ରାସ୍ତା ନିର୍ମାଣରେ ବିଳମ୍ବକୁ କେନ୍ଦ୍ର କରି ଏନ୍‌.ଏଚ୍‌ ଅବରୋଧ କରିଛନ୍ତି ଲୋକେ। ରାସ୍ତାରୋକୋ ଯୋଗୁ ଅଟକି ରହିଥିଲା ଅନେକ ଯାନବାହନ। କେନ୍ଦୁଝର ଜିଲାର ଲାଇଫ୍‌ଲାଇନ୍‌ କୁହାଯାଉଥିବା ୨୦ ନଂ ଜାତୀୟ ରାଜପଥର ଆନନ୍ଦପୁର…

ସିମନବାଡ଼ି-ରାଇକିଆ ରାସ୍ତାରେ ଗାଡ଼ିମୋଟର ଚଳାଚଳ ବନ୍ଦ, ଲୋକେ ହଟହଟା

ଦାରିଙ୍ଗବାଡ଼ି,୧୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଏକ ନିର୍ମାଣାଧୀନ ପୋଲ ନିକଟ ଡାଇଭର୍ସନ ରାସ୍ତା କର୍ଦ୍ଦମାକ୍ତ ଯୋଗୁ ଗୋଟିଏ ଟ୍ରକ୍‌ କାଦୁଅରେ ଫସିଯିବା ପରେ ସେହି ରାସ୍ତାରେ ଯାତାୟାତ କରୁଥିବା ଅନ୍ୟ ଗାଡ଼ିମୋଟର ଅଟକି…

ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁ ନେଇ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ଅଭିଭାବକ, ପ୍ରତିବାଦରେ ରାସ୍ତାରୋକୋ

ବାରିପଦା,୨୫ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ଖୁଣ୍ଟା ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଧ୍ୟୟନରତ ୬ଷ୍ଠ ଶ୍ରେଣୀ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ପରିବାର ଲୋକେ ସ୍କୁଲ କର୍ତ୍ତୃପକ୍ଷ ଅବହେଳାକୁ ନେଇ ଉଦଳା-ବାରିପଦା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri