ଧସିଲା ରାସ୍ତା: ଗାଡ଼ି ଚଳାଚଳ ବନ୍ଦ, ବଢ଼ିଲା ଲୋକଙ୍କ ଦୁଃଖ
ମୋହନା,୨୯ା୧୦(ମନ୍ମଥ ମିଶ୍ର): ଅର୍ଣ୍ଣବଶର ପ୍ରକୋପରେ ଗତ ଦୁଇଦିନ ତୁହାକୁ ତୁହା ଲଗାଣ ବର୍ଷାଦ୍ୱାରା ମୋହନା ଅଞ୍ଚଳରେ ଜଳମଗ୍ନ ଦେଖିବାକୁ ମିଳିଛି। ବୁଧବାର ମଧ୍ୟରାତ୍ରିଠାରୁ ବର୍ଷା କମିବା ଦ୍ବାରା ଜଳସ୍ତର କମିଛି କିନ୍ତୁ ଦୁଃଖ ବଢିଯାଇଛ। ବ୍ରହ୍ମପୁରଠାରୁ ଜୟପୁର, କୋରାପୁଟକୁ ସଂଯୋଗ କରୁଥିବା…

