୪ ବର୍ଷ ହେଲା ସରୁନି କାମ, ଖାଲଖମାରେ ପୂରିଛି ରାସ୍ତା, ଯନ୍ତ୍ରୀଙ୍କୁ ପଚାରିଲେ…
ଦାରିଙ୍ଗବାଡ଼ି,୨୭ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ରାସ୍ତା ସମ୍ପ୍ରସାରଣର ଆରମ୍ଭର ଇତି ମଧ୍ୟରେ ୪ ବର୍ଷ ବିତିଲାଣି ତଥାପି ରାସ୍ତା କାର୍ଯ୍ୟ ଶେଷ ହେଉନି। ଚୁକ୍ତି ଅନୁସାରେ ୨୦୨୩ରୁ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାର ଥିଲା କିନ୍ତୁ ଆଜି...
ବର୍ଷା ହେଲେ ମରଣଯନ୍ତା ପାଲଟୁଛି ରାସ୍ତା, ଅବରୋଧ କରି ଉନ୍ନତିକରଣ ଦାବି କଲେ ଗ୍ରାମବାସୀ
କର୍ଲାମୁଣ୍ଡା,୩ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ପ୍ରାଥମିକ କୃଷି ସମବାୟ ସମିତିର ଧାନମଣ୍ଡି ଓ ସାର ଗୋଦାମକୁ ଯାଇଥିବା ରାସ୍ତାଟି ଅତି ଶୋଚନୀୟ ଅବସ୍ଥାରେ ରହିଥିବା ଦେଖିବାକୁ ମିଳିଛି। ସମବାୟ ସମିତିର ଏହି ଗୋଦାମଠାରୁ ଚାଷୀମାନେ...
ରାସ୍ତାରେ ବିରାଟ ବିରାଟ ଗର୍ତ୍ତ, ସାମାନ୍ୟ ବର୍ଷା ହେଲେ ସ୍ଥିତି ବେହାଲ
ଧର୍ମଶାଳା,୧ା୬(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ କାନପୁର ଓ ଭୁବନପୁରକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ରାସ୍ତା ଉପରେ ବିରାଟ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି ଯାହା ଫଳରେ ବର୍ଷା ସମୟରେ ଯାତାୟାତରେ...
ସାମାନ୍ୟ ବର୍ଷାରେ ମହୁଲପାଟଣା-ମୁଖୀଗୁଡ଼ା ରାସ୍ତା ବେହାଲ
ଥୁଆମୂଳ ରାମପୁର,୨୯ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲ ପାଟଣା – ମୁଖୀଗୁଡ଼ା ମୁଖ୍ୟ ଘାଟି ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ରାସ୍ତାଟି ବିଗତ ଦିନରେ ଇନ୍ଦ୍ରାବତୀ ଜଳବିଦ୍ୟୁତ ପ୍ରକଳ୍ପର ଅଧୀନରେ ହୋଇଛି ଯାହାକି ବିଭିନ୍ନ...
ବୁଡ଼ାଗୁଡ଼ା-ଗୁମିକିଆ ରାସ୍ତା ସାରା ଖାଲ, ଗର୍ଭବତୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା କଷ୍ଟକର
ଦାରିଙ୍ଗବାଡ଼ି,୧୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଗୁମିକିଆ ଓ ଅଲିମାହା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପ୍ରକାଶ ଯେ, ବୁଡ଼ାଗୁଡ଼ାଠାରୁ ଅଲିମାହା ଗ୍ରାମକୁ ପ୍ରାୟ ୭ କିଲୋମିଟର ରାସ୍ତା ଖାଲଖମା ହୋଇ ରହିଥିବା ବେଳେ ଯାତାୟାତରେ...
Archives


