Tag Archives: road damage

ସୁଧୁରୁନି ରାସ୍ତାର ଅବସ୍ଥା, ଏନ୍‌ଏସିକୁ ଦାବିପତ୍ର ପ୍ରଦାନ କରି…

ପଦ୍ମପୁର,୧୦ା୯(ପ୍ରଦୀପ୍ତ ଦାଶ): ପଦ୍ମପୁର ଏନ୍‌ଏସି ଅନ୍ତର୍ଗତ ଥାନା ସମ୍ମୁଖରୁ ଡା. ବି.ଆର୍‌. ଆମ୍ବେଦକର ଛକ ପର୍ଯ୍ୟନ୍ତ ରାସ୍ତାର ଦୁରବସ୍ଥା ଦୂର କରି ତୁରନ୍ତ ରାସ୍ତା ନିର୍ମାଣ ଓ ଉନ୍ନତିକରଣ କରିବାକୁ ଦାବି ହୋଇଛି। ଏନେଇ ସ୍ଥାନୀୟ ବାସିନ୍ଦାମାନଙ୍କ ପକ୍ଷରୁ ଏନ୍‌ଏସି କାର୍ଯ୍ୟନିିର୍ବାହୀ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ ସାଧାରଣ ଲୋକେ ନାହିଁ ନ ଥିବା ଦୁର୍ଦ୍ଦଶା ଭୋଗୁଛନ୍ତି। ଏଭଳି ଏକ ସଙ୍ଗିନ…

୪ ବର୍ଷ ହେଲା ସରୁନି କାମ, ଖାଲଖମାରେ ପୂରିଛି ରାସ୍ତା, ଯନ୍ତ୍ରୀଙ୍କୁ ପଚାରିଲେ…

ଦାରିଙ୍ଗବାଡ଼ି,୨୭ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ରାସ୍ତା ସମ୍ପ୍ରସାରଣର ଆରମ୍ଭର ଇତି ମଧ୍ୟରେ ୪ ବର୍ଷ ବିତିଲାଣି ତଥାପି ରାସ୍ତା କାର୍ଯ୍ୟ ଶେଷ ହେଉନି। ଚୁକ୍ତି ଅନୁସାରେ ୨୦୨୩ରୁ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାର ଥିଲା କିନ୍ତୁ ଆଜି ପର୍ଯ୍ୟନ୍ତ…

ବର୍ଷା ହେଲେ ମରଣଯନ୍ତା ପାଲଟୁଛି ରାସ୍ତା, ଅବରୋଧ କରି ଉନ୍ନତିକରଣ ଦାବି କଲେ ଗ୍ରାମବାସୀ

କର୍ଲାମୁଣ୍ଡା,୩ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ପ୍ରାଥମିକ କୃଷି ସମବାୟ ସମିତିର ଧାନମଣ୍ଡି ଓ ସାର ଗୋଦାମକୁ ଯାଇଥିବା ରାସ୍ତାଟି ଅତି ଶୋଚନୀୟ ଅବସ୍ଥାରେ ରହିଥିବା ଦେଖିବାକୁ ମିଳିଛି। ସମବାୟ ସମିତିର ଏହି ଗୋଦାମଠାରୁ ଚାଷୀମାନେ ସାର,…

ରାସ୍ତାରେ ବିରାଟ ବିରାଟ ଗର୍ତ୍ତ, ସାମାନ୍ୟ ବର୍ଷା ହେଲେ ସ୍ଥିତି ବେହାଲ

ଧର୍ମଶାଳା,୧ା୬(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ କାନପୁର ଓ ଭୁବନପୁରକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ରାସ୍ତା ଉପରେ ବିରାଟ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି ଯାହା ଫଳରେ ବର୍ଷା ସମୟରେ ଯାତାୟାତରେ ନାନା…

ସାମାନ୍ୟ ବର୍ଷାରେ ମହୁଲପାଟଣା-ମୁଖୀଗୁଡ଼ା ରାସ୍ତା ବେହାଲ

ଥୁଆମୂଳ ରାମପୁର,୨୯ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲ ପାଟଣା – ମୁଖୀଗୁଡ଼ା ମୁଖ୍ୟ ଘାଟି ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ରାସ୍ତାଟି ବିଗତ ଦିନରେ ଇନ୍ଦ୍ରାବତୀ ଜଳବିଦ୍ୟୁତ ପ୍ରକଳ୍ପର ଅଧୀନରେ ହୋଇଛି ଯାହାକି ବିଭିନ୍ନ ଗେଟ୍‌…

ବୁଡ଼ାଗୁଡ଼ା-ଗୁମିକିଆ ରାସ୍ତା ସାରା ଖାଲ, ଗର୍ଭବତୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା କଷ୍ଟକର

ଦାରିଙ୍ଗବାଡ଼ି,୧୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଗୁମିକିଆ ଓ ଅଲିମାହା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପ୍ରକାଶ ଯେ, ବୁଡ଼ାଗୁଡ଼ାଠାରୁ ଅଲିମାହା ଗ୍ରାମକୁ ପ୍ରାୟ ୭ କିଲୋମିଟର ରାସ୍ତା ଖାଲଖମା ହୋଇ ରହିଥିବା ବେଳେ ଯାତାୟାତରେ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?